2 ରାଜାବଳୀ 11:16 - ପବିତ୍ର ବାଇବଲ16 ତହୁଁ ଅଥଲିୟା ଅଶ୍ୱଦ୍ୱାରର ପଥଦେଇ ରାଜଗୃହକୁ ଗଲାବେଳେ ସେମାନେ ତାକୁ ଧରି ବଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ଵଦ୍ଵାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା। Viz kapitolaଓଡିଆ ବାଇବେଲ16 ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା। Viz kapitola |