Online Bible

- Reklamy -




2 ରାଜାବଳୀ 11:17 - ପବିତ୍ର ବାଇବଲ

17 ତା'ପରେ ଯିହୋୟାଦା ସଦାପ୍ରଭୁ, ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ଚୁକ୍ତି କଲେ। ଏହି ଚୁକ୍ତି ଅନୁସାରେ ରାଜା ଓ ଲୋକମାନେ ସଦାପ୍ରଭୁଙ୍କର ଲୋକ ହେଲେ। ପୁଣି ଯିହୋୟାଦା ରାଜା ଓ ଲୋକମାନଙ୍କ ପାଇଁ ଏକ ଚୁକ୍ତି କରି କହିଲେ ଯେ, ରାଜା ଲୋକମାନଙ୍କ ପାଇଁ ଯାହା କରିବେ ଓ ଲୋକମାନେ ରାଜାଙ୍କୁ ମାନିବେ ଓ ତାଙ୍କ ଅନୁଗାମୀ ହେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।

Viz kapitola kopírovat

ଓଡିଆ ବାଇବେଲ

17 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।

Viz kapitola kopírovat




2 ରାଜାବଳୀ 11:17

Následuj nás:

Reklamy


Reklamy