Online Bible

- Reklamy -




2 ରାଜାବଳୀ 11:18 - ପବିତ୍ର ବାଇବଲ

18 ଏଥି ଉତ୍ତାରେ ସମସ୍ତ ଲୋକ ବାଲ୍ ମନ୍ଦିରକୁ ଗଲେ ଓ ସେଠାରେ ମନ୍ଦିରର ଯଜ୍ଞବେଦିଗୁଡ଼ିକ ଓ ବା‌ଲ୍‌‌‌ର ପ୍ରତିମାଗୁଡ଼ିକୁ ଭାଙ୍ଗି ଚୂର୍ଣ୍ଣ କରିଦେଲେ। ସେମାନେ ମଧ୍ୟ ବା‌ଲ୍‌‌‌ର ଯାଜକ ମତ୍ତନକୁ ଯଜ୍ଞବେଦି ସମ୍ମୁଖରେ ବଧ କଲେ। ତା'ପରେ ଯାଜକ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିର ମରାମତି କାର୍ଯ୍ୟ ତଦାରଖ କରିବା ପାଇଁ ଲୋକମାନଙ୍କୁ ନିଯୁକ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍-ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।

Viz kapitola kopírovat

ଓଡିଆ ବାଇବେଲ

18 ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।

Viz kapitola kopírovat




2 ରାଜାବଳୀ 11:18

Následuj nás:

Reklamy


Reklamy