2 ରାଜାବଳୀ 11:19 - ପବିତ୍ର ବାଇବଲ19 ପୁଣି ସେ ଯାଜକ ସେନାପତିମାନଙ୍କୁ, କରୀୟମାନଙ୍କୁ, ପ୍ରହରୀମାନଙ୍କୁ ଓ ସମସ୍ତ ଲୋକମାନଙ୍କୁ ଧରି ସଦାପ୍ରଭୁଙ୍କ ମନ୍ଦିରରୁ ରାଜଗୃହକୁ ଗ୍ଭଲିଲେ। ସେମାନେ ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ତା'ପରେ ଯୋୟାଶ ସିଂହାସନ ଉପରେ ଉପବିଷ୍ଟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ସେ ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ଵାର ଦେଇ ରାଜଗୃହକୁ ଆସିଲେ। ଏଥିରେ ସେ ରାଜସିଂହାସନରେ ଉପବିଷ୍ଟ ହେଲେ। Viz kapitolaଓଡିଆ ବାଇବେଲ19 ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍ ରାଜସିଂହାସନରେ ଉପବିଷ୍ଟ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍ ରାଜସିଂହାସନରେ ଉପବିଷ୍ଟ ହେଲେ। Viz kapitola |