2 ରାଜାବଳୀ 11:20 - ପବିତ୍ର ବାଇବଲ20 ସମସ୍ତ ଲୋକ ଆନନ୍ଦିତ ହେଲେ ଓ ନଗର ସୁସ୍ଥିର ହେଲା। ଆଉ ରାଜଗୃହ ନିକଟରେ ଅଥଲିୟା ଖଡ଼୍ଗରେ ନିହତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାକୁ ଖଡ଼୍ଗରେ ବଧ କଲେ। Viz kapitolaଓଡିଆ ବାଇବେଲ20 ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାକୁ ଖଡ୍ଗରେ ବଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ। Viz kapitola |