2 ରାଜାବଳୀ 11:9 - ପବିତ୍ର ବାଇବଲ9 ଯିହୋୟାଦା ଯାଜକ ଯାହାସବୁ ଆଦେଶ କଲେ, ଅଧ୍ୟକ୍ଷମାନେ ତଦନୁସାରେ ପାଳନ କଲେ। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ତାଙ୍କର ପୁରୁଷମାନଙ୍କୁ ଆଣିଲେ, ଉଭୟ ଯେଉଁମାନେ ବିଶ୍ରାମ ଦିନରେ କାର୍ଯ୍ୟକୁ ଯାଉଥିଲେ ଓ ଯେଉଁମାନେ କାର୍ଯ୍ୟକୁ ଯାଉ ନ ଥିଲେ, ଏହି ଲୋକମାନେ ଯିହୋୟାଦା ଯାଜକ ନିକଟକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ। Viz kapitolaଓଡିଆ ବାଇବେଲ9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ। Viz kapitola |