Online Bible

- Reklamy -




2 ରାଜାବଳୀ 12:12 - ପବିତ୍ର ବାଇବଲ

12 ସେମାନେ ମଧ୍ୟ ପ୍ରସ୍ତର କାରିଗର, ପ୍ରସ୍ତର ‌‌କଟାଳୀମାନଙ୍କୁ ଦେଲେ ଓ ମନ୍ଦିରର ପୁନଃନିର୍ମାଣ ନିମନ୍ତେ ଆବଶ୍ୟକୀୟ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କାଠ, ଖୋଦିତ ପ୍ରସ୍ତର ଓ ଅନ୍ୟାନ୍ୟ ଦ୍ରବ୍ୟ କିଣିବାରେ ସେହି ମୁଦ୍ରାକୁ ବ୍ୟବହାର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଓ ରାଜମିସ୍ତ୍ରୀ ଓ ପ୍ରସ୍ତର-ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନର୍ନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନର୍ନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ।

Viz kapitola kopírovat

ଓଡିଆ ବାଇବେଲ

12 ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ।

Viz kapitola kopírovat




2 ରାଜାବଳୀ 12:12

Následuj nás:

Reklamy


Reklamy