2 ରାଜାବଳୀ 12:13 - ପବିତ୍ର ବାଇବଲ13-14 ମାତ୍ର ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ମୁଦ୍ରାରେ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ତ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର କିମ୍ବା ରୌପ୍ୟପାତ୍ର ନିର୍ମାଣ କଲେ ନାହିଁ। ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କୁଶଳ ଶ୍ରମିକମାନଙ୍କୁ ମଜୁରୀରେ ବ୍ୟୟ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ଵାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ତ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ନୋହିଲା। Viz kapitolaଓଡିଆ ବାଇବେଲ13 ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ଡ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ହେଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ଡ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ହେଲା ନାହିଁ। Viz kapitola |