Online Bible

- Reklamy -




2 ରାଜାବଳୀ 12:15 - ପବିତ୍ର ବାଇବଲ

15 ମାତ୍ର ଶ୍ରମିକମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ସେ ଟଙ୍କା ଦିଆଗଲା, ସେମାନଙ୍କଠାରୁ କେହି ହିସାବ ନେଲେ ନାହିଁ। କାରଣ ସେମାନେ ଅତି ବିଶ୍ୱସ୍ତ ଭାବରେ କାମ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ଵସ୍ତ ଭାବରେ କର୍ମ କଲେ।

Viz kapitola kopírovat

ଓଡିଆ ବାଇବେଲ

15 ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ୱସ୍ତ ଭାବରେ କର୍ମ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ୱସ୍ତ ଭାବରେ କର୍ମ କଲେ।

Viz kapitola kopírovat




2 ରାଜାବଳୀ 12:15

Následuj nás:

Reklamy


Reklamy