Online Bible

- Reklamy -




2 ରାଜାବଳୀ 12:17 - ପବିତ୍ର ବାଇବଲ

17 ଅନନ୍ତର ଅରାମର ରାଜା ହସାୟେଲ ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାକୁ ଅଧିକାର କଲେ। ତା'ପରେ ସେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯୋଜନା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।

Viz kapitola kopírovat

ଓଡିଆ ବାଇବେଲ

17 ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍‍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍‍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।

Viz kapitola kopírovat




2 ରାଜାବଳୀ 12:17

Následuj nás:

Reklamy


Reklamy