Online Bible

- Reklamy -




2 ରାଜାବଳୀ 12:18 - ପବିତ୍ର ବାଇବଲ

18 ଏଥିରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍, ଯିହୋରାମ ଓ ଅହସିୟ ପ୍ରଭୃତି ରାଜାଗଣ ସଦାପ୍ରଭୁଙ୍କୁ ଅର୍ପଣ କରିଥିବା ସମସ୍ତ ପବିତ୍ର ବସ୍ତୁ ଓ ସୁବର୍ଣ୍ଣ ଓ ଯୋୟାଶ୍ ସଦାପ୍ରଭୁଙ୍କ ଭଣ୍ତାରରେ ଏବଂ ରାଜପ୍ରାସାଦରେ ରଖାଯାଇଥିବା ସୁବର୍ଣ୍ଣ ଆଦି ମୂଲ୍ୟବାନ ଦ୍ରବ୍ୟଗୁଡ଼ିକୁ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ, ତେଣୁ ସେ ଆଉ ଯିରୁଶାଲମ ବିରୁଦ୍ଧରେ ଗଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ତାରରେ ଓ ରାଜଗୃହସ୍ଥ ଭଣ୍ତାରରେ ପ୍ରାପ୍ତ ସମସ୍ତ ସ୍ଵର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା।

Viz kapitola kopírovat

ଓଡିଆ ବାଇବେଲ

18 ତହିଁରେ ଯିହୁଦାର ରାଜା ଯୋୟାଶ୍‍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍‍ ଓ ଯିହୋରାମ୍‍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ଯିହୁଦାର ରାଜା ଯୋୟାଶ୍‍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍‍ ଓ ଯିହୋରାମ୍‍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରିଗଲା।

Viz kapitola kopírovat




2 ରାଜାବଳୀ 12:18

Následuj nás:

Reklamy


Reklamy