2 ରାଜାବଳୀ 12:19 - ପବିତ୍ର ବାଇବଲ19 ଯୋୟାଶଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟ କଳାପ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହି ଯୋୟାଶଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ନାହିଁ? Viz kapitolaଓଡିଆ ବାଇବେଲ19 ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitola |