2 ରାଜାବଳୀ 12:21 - ପବିତ୍ର ବାଇବଲ21 ଶିମିୟତର ପୁତ୍ର ଯୋଷାଖ୍ର ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ଯୋୟାଶଙ୍କର ଦୁଇଟି ଦାସ ତାଙ୍କୁ ବଧ କଲେ। ତା'ପରେ ସେମାନେ ଦାଉଦ ନଗରରେ ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ତାଙ୍କୁ କବର ଦେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ଅମତ୍ସିୟ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କୁ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ21 ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ ନଗରରେ ଯୋୟାଶ୍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ-ନଗରରେ ଯୋୟାଶ୍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitola |