2 ରାଜାବଳୀ 12:7 - ପବିତ୍ର ବାଇବଲ7 ତେଣୁ ରାଜା ଯୋୟାଶ୍ ଯାଜକ ଯିହୋୟାଦା ଓ ଅନ୍ୟ ଯାଜକମାନଙ୍କୁ ଡକାଇଲେ ଏବଂ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ମନ୍ଦିରର ଭଗ୍ନସ୍ଥାନମାନ କାହିଁକି ମରାମତି କରୁ ନାହଁ? ତୁମ୍ଭେ ସେବା କରିଥିବା ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ। ସେହି ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରର ଭଗ୍ନସ୍ଥାନ ମରାମତି ପାଇଁ ବ୍ୟବହାର ହେଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ଯୋୟାଶ୍ ରାଜା ଯିହୋୟାଦ ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନର୍ନିର୍ମାଣ କରୁନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନସ୍ଥାନ ନିମନ୍ତେ ତାହା ସମର୍ପଣ କର। Viz kapitolaଓଡିଆ ବାଇବେଲ7 ତହିଁରେ ଯୋୟାଶ୍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁନାହଁ ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନସ୍ଥାନ ନିମନ୍ତେ ତାହା ସମର୍ପଣ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଯୋୟାଶ୍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁ ନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନ ସ୍ଥାନ ନିମନ୍ତେ ତାହା ସମର୍ପଣ କର।” Viz kapitola |