Online Bible

- Reklamy -




2 ରାଜାବଳୀ 14:11 - ପବିତ୍ର ବାଇବଲ

11 ମାତ୍ର ଅମ‌ତ୍‌ସିୟ ଯୋୟାଶଙ୍କ କଥା ଶୁଣିଲେ ନାହିଁ। ତେଣୁ ଯୋୟାଶ ଓ ଅମ‌ତ୍‌ସିୟ ଯିହୁଦାର ବୈ‌‌‌ଥ୍‌‌‌ଶେମଶରେ ପରସ୍ପର ଯୁଦ୍ଧରେ ସମ୍ମୁଖୀନ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧକାରସ୍ଥ ବୈଥ୍ଶେମଶ୍ରେ ସେ ଓ ଯିହୁଦା-ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।

Viz kapitola kopírovat

ଓଡିଆ ବାଇବେଲ

11 ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।

Viz kapitola kopírovat




2 ରାଜାବଳୀ 14:11

Následuj nás:

Reklamy


Reklamy