2 ରାଜାବଳୀ 14:14 - ପବିତ୍ର ବାଇବଲ14 ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଓ ରାଜଗୃହର ଭଣ୍ତାରରେ ଥିବା ସମସ୍ତ ସୁବର୍ଣ୍ଣ, ରୌପ୍ୟ ଓ ପାତ୍ର ନେଇ ବନ୍ଦୀମାନଙ୍କୁ ମଧ୍ୟ ସଙ୍ଗରେ ନେଇ ଶମରିୟାକୁ ଫେରି ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ତାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ। Viz kapitolaଓଡିଆ ବାଇବେଲ14 ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ। Viz kapitola |