2 ରାଜାବଳୀ 14:15 - ପବିତ୍ର ବାଇବଲ15 ପୁଣି ଯୋୟାଶଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିୟା ଓ ପରାକ୍ରମ ଏବଂ ସେ ଯିହୁଦା ରାଜା ଅମତ୍ସିୟଙ୍କ ସଙ୍ଗେ କି ପ୍ରକାର ଯୁଦ୍ଧ କଲେ ସେ ସବୁ ଇସ୍ରାଏଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitolaଓଡିଆ ବାଇବେଲ15 ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitola |