Online Bible

- Reklamy -




2 ରାଜାବଳୀ 14:16 - ପବିତ୍ର ବାଇବଲ

16 ଯୋୟାଶଙ୍କର ମୃତ୍ୟୁ ହେଲା ଓ ସେ ନିଜର ପୂର୍ବପୁରୁଷଗଣଙ୍କ ସହିତ ଶମରିୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ନେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯାରବିୟାମ ନୂତନ ରାଜା ରୂପେ ପରିଚିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଅନନ୍ତର ଯୋୟାଶ୍ ଆପଣା ପିତୃଗଣ ସହିତ ଶୟନ କରି ଶମରୀୟାରେ ଇସ୍ରାଏଲ-ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ୍ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

16 ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ୍ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat




2 ରାଜାବଳୀ 14:16

Následuj nás:

Reklamy


Reklamy