Online Bible

- Reklamy -




2 ରାଜାବଳୀ 14:20 - ପବିତ୍ର ବାଇବଲ

20 ପୁଣି ସେମାନେ ତାଙ୍କର ମୃତ ଶବକୁ ଅଶ୍ୱପୃଷ୍ଠରେ ଆଣି ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ଯିରୁଶାଲମର ଦାଉଦ ନଗରରେ କବର ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ସେମାନେ ଅଶ୍ଵମାନଙ୍କ ଉପରେ ତାଙ୍କୁ ଆଣିଲେ; ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ।

Viz kapitola kopírovat

ଓଡିଆ ବାଇବେଲ

20 ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।

Viz kapitola kopírovat




2 ରାଜାବଳୀ 14:20

Následuj nás:

Reklamy


Reklamy