2 ରାଜାବଳୀ 14:24 - ପବିତ୍ର ବାଇବଲ24 ସଦାପ୍ରଭୁଙ୍କ ଦୃଷ୍ଟିରେ ଏପରି କର୍ମ କରିଗଲେ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ ଥିଲା। ନବାଟଙ୍କ ପୁତ୍ର ଯାରବିୟାମ ଯେଉଁ ପାପ ନିଜେ କରିଥିଲେ, ତାହା ଇସ୍ରାଏଲୀୟମାନଙ୍କୁ ମଧ୍ୟ କରାଇଲେ। ସେ ସେଥିରୁ ବିରତ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaଓଡିଆ ବାଇବେଲ24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitola |