2 ରାଜାବଳୀ 14:25 - ପବିତ୍ର ବାଇବଲ25 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟ ଅନୁସାରେ ଅମିତ୍ତୟଙ୍କ ପୁତ୍ର ଗାଥ୍ହେଫର ନିବାସୀ ଆପଣା ସେବକ ଯୂନସ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଅରାବା ସାଗର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ଯାରବିୟାମ ଦଖଳ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅମିତ୍ତୟର ପୁତ୍ର ଗାଥ୍-ହେଫର୍ ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍-ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ-ସ୍ଥାନଠାରୁ ଆରାବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ। Viz kapitolaଓଡିଆ ବାଇବେଲ25 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରାବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ। Viz kapitola |