2 ରାଜାବଳୀ 14:26 - ପବିତ୍ର ବାଇବଲ26 କାରଣ ସଦାପ୍ରଭୁ ଇସ୍ରାଏଲୀୟମାନଙ୍କର ଦୟନୀୟ ଯନ୍ତ୍ରଣା ଦେଖିଲେ, ଯେଉଁମାନେ ଦୋଷି ଓ ମୁକ୍ତ ଥିଲେ। କାରଣ ଇସ୍ରାଏଲକୁ ସାହାଯ୍ୟ କରିବାକୁ କେହି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟ; ତିକ୍ତ; ଯେଣୁ ବଦ୍ଧ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା। Viz kapitolaଓଡିଆ ବାଇବେଲ26 କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା। Viz kapitola |