2 ରାଜାବଳୀ 14:27 - ପବିତ୍ର ବାଇବଲ27 ମାତ୍ର ସଦାପ୍ରଭୁ କହିଲେ ନାହିଁ ଯେ, ସେ ପୃଥିବୀରୁ ଇସ୍ରାଏଲର ନାମ ନିଶ୍ଚିହ୍ନ କରିବେ। ତେଣୁ ସେ ଯୋୟାଶଙ୍କ ପୁତ୍ର ଯାରବିୟାମଙ୍କ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ମାତ୍ର ସଦାପ୍ରଭୁ ଆକାଶମଣ୍ତଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ। Viz kapitolaଓଡିଆ ବାଇବେଲ27 ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ। Viz kapitola |