2 ରାଜାବଳୀ 14:6 - ପବିତ୍ର ବାଇବଲ6 ମାତ୍ର, ସେ ହତ୍ୟାକାରୀମାନଙ୍କ ସନ୍ତାନମାନଙ୍କୁ ବଧ କଲେ ନାହିଁ। କାରଣ ମୋଶାଙ୍କର ବ୍ୟବସ୍ଥା ପୁସ୍ତକରେ ସଦାପ୍ରଭୁଙ୍କ ଏହି ଆଜ୍ଞା ଲିଖିତ ହୋଇଛି ଯେ, “ସନ୍ତାନମାନଙ୍କ ପାପପାଇଁ ପିତାମାତା ଦଣ୍ତିତ ହେବେ ନାହିଁ, କିମ୍ବା ପିତାମାତାଙ୍କ ପାପ ଯୋଗୁଁ ସନ୍ତାନଗଣ ମୃତ୍ୟୁଦଣ୍ତ ପାଇବେ ନାହିଁ। ପ୍ରତ୍ୟେକ ଲୋକ ନିଜ ପାପ ଲାଗି ଦଣ୍ତିତ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ତ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ତ ହେବ ନାହିଁ; କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁ ଭୋଗ କରିବ, ମୋଶାଙ୍କର ବ୍ୟବସ୍ଥାପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀ-ମାନଙ୍କ ସନ୍ତାନଗଣର ପ୍ରାଣଦଣ୍ତ କଲେ ନାହିଁ। Viz kapitolaଓଡିଆ ବାଇବେଲ6 ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ;” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ। Viz kapitola |