Online Bible

- Reklamy -




2 ରାଜାବଳୀ 14:8 - ପବିତ୍ର ବାଇବଲ

8 ଅମ‌ତ୍‌ସିୟ ଯେହୂଙ୍କ ପୌତ୍ର ଓ ଯିହୋୟାହ‌ସଙ୍କ ପୁତ୍ର ଯୋୟାଶଙ୍କ ନିକଟକୁ ସନ୍ଦେଶ ବାହକ ପଠାଇଲେ, ଇସ୍ରାଏଲର ରାଜା କହୁଛନ୍ତି, “ଆସ, ଆମ୍ଭେମାନେ ପରସ୍ପର ସମ୍ମୁଖା ସମ୍ମୁଖୀ ହୋଇ ଯୁଦ୍ଧ କରିବା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ସେସମୟରେ ଅମତ୍ସୀୟ ଦୂତଗଣ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।

Viz kapitola kopírovat

ଓଡିଆ ବାଇବେଲ

8 ସେହି ସମୟରେ ଅମତ୍‍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍‍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେହି ସମୟରେ ଅମତ୍‍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍‍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”

Viz kapitola kopírovat




2 ରାଜାବଳୀ 14:8

Následuj nás:

Reklamy


Reklamy