2 ରାଜାବଳୀ 15:12 - ପବିତ୍ର ବାଇବଲ12 ଏହିପରି ଭାବରେ ସଦାପ୍ରଭୁଙ୍କ ବାକ୍ୟ ସତ୍ୟ ହେଲା। ସେ ଯେହୂଙ୍କୁ କହିଥିଲେ ତାଙ୍କର ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ, ତାହା ସେହିପରି ଘଟିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ। ଆଉ ସେହିପରି ହେଲା। Viz kapitolaଓଡିଆ ବାଇବେଲ12 ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା। Viz kapitola |