2 ରାଜାବଳୀ 15:13 - ପବିତ୍ର ବାଇବଲ13 ଯିହୁଦାରେ ଉଷିୟଙ୍କ ରାଜତ୍ୱର ଅଣଗ୍ଭଳିଶ ବର୍ଷରେ ଯାବେଶଙ୍କ ପୁତ୍ର ଶଲ୍ଲୁମ ଇସ୍ରାଏଲରେ ରାଜା ହେଲେ। ସେ ଶମରିୟାରେ ଏକ ମାସ ପାଇଁ ଶାସନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯିହୁଦାର ରାଜା ଉଷୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜ୍ୟ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ13 ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜତ୍ଵ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ। Viz kapitola |