Online Bible

- Reklamy -




2 ରାଜାବଳୀ 15:17 - ପବିତ୍ର ବାଇବଲ

17 ଯିହୁଦାରେ ଅସରିୟଙ୍କ ରାଜତ୍ୱର ଅଣଗ୍ଭଳିଶ ବର୍ଷରେ ଗାଦିଙ୍କର ପୁତ୍ର ମନହେମ୍ ଇସ୍ରାଏଲରେ ରାଜା ହେଲେ ଓ ସେ ଶମରିୟାରେ ଦଶ ବର୍ଷ ରାଜତ୍ୱ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

17 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।

Viz kapitola kopírovat




2 ରାଜାବଳୀ 15:17

Následuj nás:

Reklamy


Reklamy