2 ରାଜାବଳୀ 15:18 - ପବିତ୍ର ବାଇବଲ18 ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହାସବୁ ପାପ ଓ ଘୃଣ୍ୟ, ସେସବୁ କର୍ମ କରି ଗ୍ଭଲିଲେ। ସେ କେବେହେଲେ ପାପ କରିବାରୁ କ୍ଷାନ୍ତ ହେଲେ ନାହିଁ, ଯେଉଁସବୁ ପାପ ଯାରବିୟାମ ଇସ୍ରାଏଲୀୟମାନଙ୍କୁ କରାଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ। Viz kapitolaଓଡିଆ ବାଇବେଲ18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ। Viz kapitola |