2 ରାଜାବଳୀ 15:20 - ପବିତ୍ର ବାଇବଲ20 ପୁଣି ମନହେମ୍ ଏହି ଟଙ୍କା ଇସ୍ରାଏଲର ଧନୀ ଓ ଶକ୍ତିଶାଳୀ ଲୋକଙ୍କଠାରୁ ଆଦାୟ କଲେ। ପ୍ରତ୍ୟେକ ଧନଶାଳୀ ଲୋକଠାରୁ ପଗ୍ଭଶ୍ ଶେକଲ ଲେଖାଏଁ ରୂପା ନେଲେ। ସେ ଅଶୂର ରାଜାଙ୍କୁ ଏହି ଧନ ପାଇବା ପରେ ଇସ୍ରାଏଲ ପରିତ୍ୟାଗ କଲେ ଓ ନିଜ ଦେଶକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ। Viz kapitolaଓଡିଆ ବାଇବେଲ20 ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ। Viz kapitola |