2 ରାଜାବଳୀ 15:24 - ପବିତ୍ର ବାଇବଲ24 ପକହିୟ ମଧ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକାର୍ଯ୍ୟ କଲେ। ସେ ପାପ କାର୍ଯ୍ୟରୁ ବିମୁଖ ହେଲେ ନାହିଁ, ଯାହା ଯାରବିୟାମ ଇସ୍ରାଏଲୀୟମାନଙ୍କୁ ପାପ କରାଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaଓଡିଆ ବାଇବେଲ24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitola |