2 ରାଜାବଳୀ 15:27 - ପବିତ୍ର ବାଇବଲ27 ଯିହୁଦାରେ ଅସରିୟଙ୍କର ରାଜତ୍ୱର ବାବନ ବର୍ଷରେ ରମଲିୟଙ୍କର ପୁତ୍ର ପେକହ ଶମରିୟାରେ ଇସ୍ରାଏଲ ଉପରେ ଶାସନ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ ଶାସନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ବାଆନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ27 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ। Viz kapitola |