2 ରାଜାବଳୀ 15:28 - ପବିତ୍ର ବାଇବଲ28 ପେକହ ମଧ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ ପାପ କଲେ। ସେ ପାପ କରିବାକୁ କ୍ଷାନ୍ତ ହେଲେ ନାହିଁ। ଆଉ ସେ ମଧ୍ୟ ନବାଟଙ୍କ ପୁତ୍ର ଯାରବିୟାମ ପରି ଇସ୍ରାଏଲୀୟମାନଙ୍କୁ ପାପ କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହିସବୁ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaଓଡିଆ ବାଇବେଲ28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହିସବୁ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitola |