2 ରାଜାବଳୀ 15:30 - ପବିତ୍ର ବାଇବଲ30 ଏହା ପରେ ଏଲାଙ୍କର ପୁତ୍ର ହୋଶେୟ ରମଲିୟଙ୍କର ପୁତ୍ର ପେକହଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ। ପୁଣି ଯିହୁଦା ଉପରେ ଉଷିୟଙ୍କର ପୁତ୍ର ଯୋଥମଙ୍କର ରାଜତ୍ୱର କୋଡ଼ିଏ ବର୍ଷରେ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରା; କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କର ଅଧିକାରର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ30 ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ। Viz kapitola |