2 ରାଜାବଳୀ 15:35 - ପବିତ୍ର ବାଇବଲ35 ମାତ୍ର ସେ ଉଚ୍ଚସ୍ଥଳୀଗୁଡ଼ିକୁ ବିନିଷ୍ଟ କଲେ ନାହିଁ। ସେ ସମୟରେ ମଧ୍ୟ ଲୋକମାନେ ସେହି ଉଚ୍ଚସ୍ଥଳୀରେ ବଳୀଦାନ କଲେ ଓ ଧୂପ ଜଳାଇଲେ। ଯୋଥମ୍ ସଦାପ୍ରଭୁଙ୍କ ମନ୍ଦିରର ଉପର ଦ୍ୱାର ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ। Viz kapitolaଓଡିଆ ବାଇବେଲ35 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ। Viz kapitola |