2 ରାଜାବଳୀ 15:9 - ପବିତ୍ର ବାଇବଲ9 ଯିଖରିୟ ଆପଣା ପୂର୍ବପୁରୁଷଙ୍କ ପରି କୁକର୍ମମାନ କରି ଗ୍ଭଲିଲେ। ଯେଉଁଗୁଡ଼ିକ ସଦାପ୍ରଭୁଙ୍କ ଦୃଷ୍ଟିରେ ଭୁଲ୍ ବୋଲି ବିବେଚିତ ହୁଏ। ନବାଟଙ୍କ ପୁତ୍ର ଯାରବିୟାମ ଯିଏ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ ସେ ସେହି ପାପ ପଥରୁ ବିମୁଖ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaଓଡିଆ ବାଇବେଲ9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitola |