2 ରାଜାବଳୀ 16:1 - ପବିତ୍ର ବାଇବଲ1 ଇସ୍ରାଏଲରେ ରମଲିୟଙ୍କର ପୁତ୍ର ପେକହଙ୍କ ରାଜତ୍ୱର ସପ୍ତଦଶ ବର୍ଷରେ ଯୋଥମଙ୍କ ପୁତ୍ର ଆହସ ଯିହୁଦାରେ ରାଜା ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ରମଲୀୟଙ୍କର ପୁତ୍ର ପେକହଙ୍କର ଅଧିକାରର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜ୍ୟ କରିବାକୁ ଆରମ୍ଭ କଲେ। Viz kapitolaଓଡିଆ ବାଇବେଲ1 ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜତ୍ଵ କରିବାକୁ ଆରମ୍ଭ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜତ୍ୱ କରିବାକୁ ଆରମ୍ଭ କଲେ। Viz kapitola |