2 ରାଜାବଳୀ 16:12 - ପବିତ୍ର ବାଇବଲ12 ରାଜା ଆହାସ୍ ଯେତେବେଳେ ଦମ୍ମେଶକରୁ ଆସିଲେ। ସେ ଯଜ୍ଞବେଦି ଦେଖିଲେ ଓ ଯଜ୍ଞବେଦି ନିକଟକୁ ଯାଇ ତା’ ଉପରେ ବଳିଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ। Viz kapitolaଓଡିଆ ବାଇବେଲ12 ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ। Viz kapitola |