Online Bible

- Reklamy -




2 ରାଜାବଳୀ 16:14 - ପବିତ୍ର ବାଇବଲ

14 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ପିତ୍ତଳ ଯଜ୍ଞବେଦି ଆଣିଲେ, ଯେଉଁଟାକି ଆହା‌‌ସ୍‌‌ଙ୍କ ଯଜ୍ଞବେଦି ଓ ସଦାପ୍ରଭୁଙ୍କ ମନ୍ଦିରର ମଧ୍ୟସ୍ଥଳରେ ଥିଲା। ଏହା ତାଙ୍କର ଯଜ୍ଞବେଦିର ଉତ୍ତର ପାର୍ଶ୍ୱରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ପିତ୍ତଳ ଯଜ୍ଞବେଦିକିଣ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତରଭାଗରେ ସ୍ଥାପନ କଲେ।

Viz kapitola kopírovat

ଓଡିଆ ବାଇବେଲ

14 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍‍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍‍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।

Viz kapitola kopírovat




2 ରାଜାବଳୀ 16:14

Následuj nás:

Reklamy


Reklamy