Online Bible

- Reklamy -




2 ରାଜାବଳୀ 16:2 - ପବିତ୍ର ବାଇବଲ

2 ଆହାସଙ୍କୁ ଯେତେବେଳେ କୋଡ଼ିଏ ବର୍ଷ ହୋଇଥିଲା ସେ ରାଜା ହେଲେ ଓ ଯିରୁଶାଲମରେ ଷୋହଳ ବର୍ଷ ରାଜ୍ୟ କଲେ। ସେ ତାଙ୍କ ପୂର୍ବପୁରୁଷ ଦାଉଦଙ୍କ ପରି ନ ଥିଲେ। ସେ କୁକର୍ମମାନ କଲେ, ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ଉଚିତ୍ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

2 ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।

Viz kapitola kopírovat




2 ରାଜାବଳୀ 16:2

Následuj nás:

Reklamy


Reklamy