Online Bible

- Reklamy -




2 ରାଜାବଳୀ 16:20 - ପବିତ୍ର ବାଇବଲ

20 ଆହାସଙ୍କର ମୃତ୍ୟୁ ହେଲା ଓ ସେ ନିଜ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରରେ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ହିଜକିୟ ଶାସନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ଆହସ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ; ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

20 ଏଥିଉତ୍ତାରେ ଆହସ୍‌ ମୃତ୍ୟୁବରଣ କଲେ ଓ ଦାଉଦ ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ଆହସ୍‌ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat




2 ରାଜାବଳୀ 16:20

Následuj nás:

Reklamy


Reklamy