Online Bible

- Reklamy -




2 ରାଜାବଳୀ 17:1 - ପବିତ୍ର ବାଇବଲ

1 ଯିହୁଦାରେ ଆହସଙ୍କ ରାଜତ୍ୱର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରିୟାରେ ଇସ୍ରାଏଲ ଉପରେ ରାଜ୍ୟ ଶାସନ କରିବା ଆରମ୍ଭ କଲେ ଓ ସେ ନଅ ବର୍ଷ ରାଜତ୍ୱ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଯିହୁଦାର ରାଜା ଆହାସ୍ଙ୍କର ଅଧିକାରର ଦ୍ଵାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

1 ଯିହୁଦାର ରାଜା ଆହସ୍‌ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯିହୁଦାର ରାଜା ଆହସ୍‌ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।

Viz kapitola kopírovat




2 ରାଜାବଳୀ 17:1

Následuj nás:

Reklamy


Reklamy