2 ରାଜାବଳୀ 17:10 - ପବିତ୍ର ବାଇବଲ10 ସେମାନେ ପ୍ରତ୍ୟେକ ଉଚ୍ଚପର୍ବତ ଉପରେ ଓ ପ୍ରତ୍ୟେକ ହରିତ୍ ବର୍ଣ୍ଣ ବୃକ୍ଷମୂଳରେ ସ୍ମରଣାର୍ଥକ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷମୂଳେ ସ୍ତମ୍ଭ ଓ ଆଶେରାମୂର୍ତ୍ତୀମାନ ସ୍ଥାପନ କଲେ; Viz kapitolaଓଡିଆ ବାଇବେଲ10 ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷମୂଳେ ସ୍ତମ୍ଭ ଓ ଆଶେରାମୂର୍ତ୍ତିମାନ ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ସେମାନେ ଆପଣାମାନଙ୍କ ପାଇଁ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ମୂଳେ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ। Viz kapitola |