Online Bible

- Reklamy -




2 ରାଜାବଳୀ 17:11 - ପବିତ୍ର ବାଇବଲ

11 ପୁଣି ସେଠାରେ ଥିବା ସମସ୍ତ ଉଚ୍ଚସ୍ଥଳୀମାନଙ୍କରେ ସଦାପ୍ରଭୁଙ୍କ ଦ୍ୱାରା ବିତାଡ଼ିତ ହୋଇଥିବା ଦେଶୀୟମାନଙ୍କ ପରି ସେମାନେ ଧୂପ ଜଳାଇଲେ ଓ ସଦାପ୍ରଭୁଙ୍କ ବିରକ୍ତି ପାଇଁ ଦୁଷ୍କର୍ମ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ଵାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ଵଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ;

Viz kapitola kopírovat

ଓଡିଆ ବାଇବେଲ

11 ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି ସେଠାସ୍ଥିତ ସକଳ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କ ସମ୍ମୁଖରୁ ଦୂରୀକୃତ ଅନ୍ୟ ଦେଶୀୟମାନଙ୍କ ତୁଲ୍ୟ ସେମାନେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଦୁଷ୍କର୍ମ କଲେ।

Viz kapitola kopírovat




2 ରାଜାବଳୀ 17:11

Následuj nás:

Reklamy


Reklamy