2 ରାଜାବଳୀ 17:18 - ପବିତ୍ର ବାଇବଲ18 ଏଣୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତ୍ୟନ୍ତ କ୍ରୋଧ ହେଲେ ଓ ସେମାନଙ୍କୁ ନିଜ ଦୃଷ୍ଟିରୁ ଦୂରେଇ ଦେଲେ। କେବଳ ଯିହୁଦାର ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ। Viz kapitolaଓଡିଆ ବାଇବେଲ18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ। Viz kapitola |