Online Bible

- Reklamy -




2 ରାଜାବଳୀ 17:20 - ପବିତ୍ର ବାଇବଲ

20 ଏଣୁ ସଦାପ୍ରଭୁ ସମସ୍ତ ଇସ୍ରାଏଲୀୟଙ୍କୁ ଅଗ୍ରାହ୍ୟ କଲେ। ସେ ସେମାନଙ୍କୁ କ୍ଳେଶ ଦେଲେ। ସେମାନଙ୍କୁ ବିନାଶକାରୀମାନଙ୍କ ହସ୍ତରେ ସମର୍ପଣ କଲେ। ଶେଷରେ ସେ ସେମାନଙ୍କୁ ନିଜ ଦୃଷ୍ଟି ପଥରୁ ଦୂରେଇ ଦେଲେ ଓ ସେମାନଙ୍କୁ ପରିତ୍ୟାଗ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ-ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat

ଓଡିଆ ବାଇବେଲ

20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat




2 ରାଜାବଳୀ 17:20

Následuj nás:

Reklamy


Reklamy