2 ରାଜାବଳୀ 17:21 - ପବିତ୍ର ବାଇବଲ21 ପୁଣି ସଦାପ୍ରଭୁ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ। ଆଉ ସେମାନେ ନବାଟର ପୁତ୍ର ଯାରବିୟାମଙ୍କୁ ସେମାନଙ୍କର ରାଜା କଲେ। ଯାରବିୟାମ ଇସ୍ରାଏଲୀୟମାନଙ୍କୁ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ନିବୃତ୍ତ କଲେ ଓ ସେମାନଙ୍କୁ ମହାପାପ କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କାରଣ ସେ ଦାଉଦ-ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମ୍ଙ୍କୁ ରାଜା କଲେ ଓ ଯାରବୀୟାମ୍ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ। Viz kapitolaଓଡିଆ ବାଇବେଲ21 କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ। Viz kapitola |