Online Bible

- Reklamy -




2 ରାଜାବଳୀ 17:22 - ପବିତ୍ର ବାଇବଲ

22 ତେଣୁ ଇସ୍ରାଏଲୀୟମାନେ ଯାରବିୟାମଙ୍କ କୃତ ସମସ୍ତ ପାପ କଲେ। ସେମାନେ ତାଙ୍କ ସେହି ପାପଗୁଡ଼ିକ କରିବାରୁ ବିମୁଖ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମ୍ଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

22 ପୁଣି ଇସ୍ରାଏଲ ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି ଇସ୍ରାଏଲ-ସନ୍ତାନଗଣ ଯାରବୀୟାମଙ୍କ କୃତ ସମସ୍ତ ପାପରେ ଚାଲିଲେ; ସେମାନେ ତହିଁରୁ ବିମୁଖ ହେଲେ ନାହିଁ।

Viz kapitola kopírovat




2 ରାଜାବଳୀ 17:22

Následuj nás:

Reklamy


Reklamy