2 ରାଜାବଳୀ 17:23 - ପବିତ୍ର ବାଇବଲ23 ଶେଷରେ ସଦାପ୍ରଭୁ ଆପଣା ଭବିଷ୍ୟଦ୍ବକ୍ତା ସେବକମାନଙ୍କ ଦ୍ୱାରା ଯେପରି କହିଥିଲେ ତଦନୁସାରେ ଇସ୍ରାଏଲକୁ ସେ ନିଜ କୃପାଦୃଷ୍ଟିରୁ ଦୂରେଇ ଦେଲେ। ତେଣୁ ଇସ୍ରାଏଲୀୟମାନେ ଇସ୍ରାଏଲରୁ ନିର୍ବାସିତ ହୋଇ ଅଶୂରରେ ରହିଲେ। ସେମାନେ ଆଜିଯାଏ ସେଠାରେ ରହି ଆସୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ-ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜିଯାଏ ସେଠାରେ ଅଛନ୍ତି। Viz kapitolaଓଡିଆ ବାଇବେଲ23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି। Viz kapitola |