2 ରାଜାବଳୀ 17:24 - ପବିତ୍ର ବାଇବଲ24 ଅନନ୍ତର ଅଶୂରର ରାଜା ବାବିଲ୍, କୂଥା, ଅବ୍ବା, ହମାତ୍ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲୀୟମାନଙ୍କ ବଦଳରେ ଶମରିୟାର ବିଭିନ୍ନ ନଗରରେ ସ୍ଥାପନ କଲେ। ତହୁଁ ସେମାନେ ଶମରିୟା ଅଧିକାର କରି ସେଠାରେ ନାନା ନଗରରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଅନନ୍ତର ଅଶୂରର ରାଜା, ବାବିଲ ଓ କୂଥା ଓ ଅଦ୍ଦା ଓ ହମାତ୍ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରରେ ବାସ କଲେ। Viz kapitolaଓଡିଆ ବାଇବେଲ24 ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ। Viz kapitola |